ଭୁବନେଶ୍ୱର (କେ ନ୍ୟୁଜ୍) : ଜାତୀୟ ସ୍ତରରେ ଓଡ଼ିଶାକୁ ପୁଣି ଏକ ପୁରସ୍କାର । ସ୍ୱଚ୍ଛତାରେ ସବୁଠୁ ଆଗୁଆ ରାଜ୍ୟ ଭାବେ ଇଣ୍ଡିଆ ଟୁଡେ ପକ୍ଷରୁ ଓଡ଼ିଶାକୁ ପୁରସ୍କୃତ କରାଯାଇଛି । ଆଜି ନୂଆଦିଲ୍ଲୀ ଠାରେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଏହି ପୁରସ୍କାର ଗ୍ରହଣ କରିଛନ୍ତି । । ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ଏହି ପୁରସ୍କାର ଗ୍ରହଣ କରିଥିଲେ ।
ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…
ଭୁବନେଶ୍ୱର(କେନ୍ୟୁଜ୍) : ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ…
ଝାଡ଼ଖଣ୍ଡର ଧନବାଦରେ ଏକ ମାଛ ବୋଝେଇ ଗାଡ଼ି ଦୁର୍ଘଟଣାର ଶିକାର ହୋଇଛି । ଏଠାରେ ରାସ୍ତାରେ ଯାଉଥିବା ବେଳେ ଗାଡ଼ିଟି…
ଭୁବନେଶ୍ୱର(କେନ୍ୟୁଜ୍) : ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କୁ ସତର୍କ କଲେ ମୁଖ୍ୟ ସଚିବ ପ୍ରଦୀପ ଜେନା । ଗତ…
ମହାନତା ଦେଖାଇଲେ ଶିକ୍ଷୟତ୍ରୀ । ସ୍ୱାମୀଙ୍କ ଶ୍ରାଦ୍ଧ ବାର୍ଷିକ ଅବସରରେ ମେଧାବୀ ଛାତ୍ର ଛାତ୍ରୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ…
ଭୁବନେଶ୍ୱର (କେନ୍ୟୁଜ୍): ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସ୍ୱାଭାବିକ ମୃତ୍ୟକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା । ମୃତ୍ୟୁର କାରଣ ଜାଣିବାକୁ…