ରାଜ୍ୟ

ଗଣଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି: ଜୁନ୍‌ ୬ରୁ ଜୁନ୍‌ ୧୬ ଯାଏ ଖରାଛୁଟି

ଭୁବନେଶ୍ବର(କେନ୍ୟୁଜ୍): ଖରାଛୁଟି ନେଇ ଗଣଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି । କମିବ ଖରାଛୁଟି ସମୟ ସୀମା । ପାଠପଢ଼ା ପାଇଁ ଖରାଛୁଟିରେ କାଣ୍ଟଛାଣ୍ଟ୍‌ । ଜୁନ୍‌ ୬ରୁ ଜୁନ୍‌ ୧୬ ଯାଏ ଖରାଛୁଟି । ମେ’ ୧ରୁ ଜୁନ୍‌ ୫ ପର୍ଯ୍ୟନ୍ତ ସକାଳ ୬ରୁ ୯ଟା ଯାଏଁ ପାଠପଢ଼ା । ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସକାଳୁଆ ପାଠପଢ଼ା ଚାଲୁ ରହିବ ।

୨୦ ଏପ୍ରିଲ୍‌ରୁ ୩୦ ଏପ୍ରିଲ୍‌ ମଧ୍ୟରେ ନୂଆ ଆଡ୍‌ମିଶନ ଓ ରି-ଆଡ୍‌ମିଶନ । ୯ମ ଶ୍ରେଣୀ ଛାତ୍ରଛାତ୍ରୀ ସମ୍ମେଟିଭ ଆସେସମେଣ୍ଟ-୨ ପରୀକ୍ଷା ଦେବେ । ମେ’ ୧୦ସୁଦ୍ଧା ସରିବ ୯ମରୁ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ପ୍ରକ୍ରିୟା । କରୋନା ଯୋଗୁଁ କ୍ଷତିଗ୍ରସ୍ତ ପାଠପଢ଼ାର ହେବ ଭରଣା ।

 

Sonalisa

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

17 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

19 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

26 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

35 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

35 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

52 mins ago