Below header

ରାଜ୍ୟପାଳ ଖେଳିବେନି ହୋଲି, ସଚେତନତା ସୃଷ୍ଟି ପାଇଁ ଦେଲେ ପରାମର୍ଶ

ଭୁବନେଶ୍ୱର : ହୋଲି ମିଳନ ଯୋଗୁଁ କରୋନା ଭାଇରସ ସଂକ୍ରମଣର ଆଶଙ୍କା ଥିବାରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଚଳିତ ବର୍ଷ ହୋଲି ଖେଳିବେ ନାହିଁ କି କୌଣସି ହୋଲି ମିଳନ ଉତ୍ସବାଦିରେ ଯୋଗ ଦେବେ ନାହିଁ । ଭୟାବହ କରୋନା ଭାଇରସ ସଂକ୍ରମଣର ମୁକାବିଲା ନିମନ୍ତେ ପ୍ରତ୍ୟେକ ସତର୍କତାମୂଳକ ପଦକ୍ଷେପ ନେବା ସହ ବ୍ୟାପକ ଜଣ ସଚେତନତା ସୃଷ୍ଟି କରିବାକୁ ରାଜ୍ୟପାଳ ପରାମର୍ଶ ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.