କେନ୍ୟୁଜ୍ (ବ୍ୟୁରୋ): ଅମ୍ଫାନ ପ୍ରଭାବିତ ଅଞ୍ଚଳରେ ରିଲିଫ୍ ଏବଂ ପୁନରୁଦ୍ଧାର କାର୍ଯ୍ୟ ପାଇଁ ସହାୟତା ଦେଲେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ। ରାଜ୍ୟପାଳ ନିଜ ସ୍ବତନ୍ତ୍ର ପାଣ୍ଠିରୁ ୧୧ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦାନ କରିଛନ୍ତି। ଏହା ସହିତ ପ୍ରଭାବିତଙ୍କୁ ସହଯୋଗ କରିବା ପାଇଁ ଆଗେଇ ଆସିବାକୁ ଅନୁରୋଧ କରିଛନ୍ତି।
ସହିଭଳ ରାଜ୍ୟପାଳ ମୁଖ୍ୟମନ୍ତ୍ରୀଙ୍କ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାୟନ ଅନୁରୋଧକୁ ପ୍ରଶଂସା କରିଛନ୍ତି । କରୋନା ଯୋଦ୍ଧାଙ୍କ ନିରନ୍ତର କାର୍ଯ୍ୟକୁ ଉତ୍ସାହିତ ଏବଂ ପ୍ରଶଂସା କରିବା ପାଇଁ ଏକ ଉତ୍ତମ ମନୋବଳ ହେବ ବୋଲି ଆଶା କରୁଛି ବୋଲି ଟ୍ବିଟ ମାଧ୍ୟମରେ ଲେଖିଛନ୍ତି ରାଜ୍ୟପାଳ
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…