ଭୁବନେଶ୍ବର: ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ଙ୍କ ଧର୍ମପତ୍ନୀଙ୍କ ପରଲୋକ। ତାଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ଗତକାଲି ରାତିରେ ଦେହାନ୍ତ ହୋଇଥିବା ସୂଚନା ମିଳିଛି ।
ନଭେମ୍ବର ୧ରେ ଉଭୟ ରାଜ୍ୟପାଳ ଏବଂ ତାଙ୍କ ଧର୍ମପତ୍ନୀ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ। ତେବେ ସୁଶୀଲା ଦେବୀଙ୍କ ମୃତ୍ୟୁରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଜଣେ ଧାର୍ମିକ ଓ ପରୋପକାରୀ ମହିଳା ଥିଲେ ବୋଲି ମୁଖ୍ୟମନ୍ତ୍ରୀ ଟ୍ବିଟ୍ କରିଥିବା ସହିତ ଭଗବାନ ତାଙ୍କ ଆତ୍ମାକୁ ଶାନ୍ତି ଦିଅନ୍ତୁ ବୋଲି କହିଛନ୍ତି।
ଏହାସହ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମଧ୍ଯ ସୁଶୀଳା ଦେବୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ସେହିପରି ରାଜ୍ୟ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଶୋକବ୍ୟକ୍ତ କରିଛନ୍ତି । ପ୍ରଭୂ ଜଗନ୍ନାଥ ତାଙ୍କ ଆତ୍ମାର ସଦଗତି କରିବା ସହ ଦୁଃଖ ସମୟରେ ତାଙ୍କ ପରିବାରକୁ ସାହାସ ଓ ଧୈର୍ଯ୍ୟ ଦିଅନ୍ତୁ ବୋଲି ରଣେନ୍ଦ୍ର ଟ୍ଵିଟ୍ କରି କହିଛନ୍ତି ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…