କରୋନା ମୁକାବିଲା ପାଇଁ ସହାୟତା, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଲାଲ CMRF ଓ PM CARES ଫଣ୍ଡକୁ କଲେ ଦାନ

କେନ୍ୟୁଜ(ବ୍ୟୁରୋ): କରୋନା ମୁକାବିଲା କରିବା ପାଇଁ ଆଜି ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଲାଲଙ୍କ ସହାୟତା ପ୍ରଦାନ କରିଛନ୍ତି। ଉଭୟ ପିଏମ କେୟାର୍ସ ଫଣ୍ଡ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ସହାୟତା ପ୍ରଦାନ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ । ପିଏମ୍ କେୟାର୍ସ ଫଣ୍ଡକୁ ୧୩ ଲକ୍ଷ ୨୦ ହଜାର ଟଙ୍କା ଦେଇଥିବା ବେଳେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୨୧ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି । ମାର୍ଚ୍ଚ, ୨୦୨୦ରୁ ଫେବୃୟାରୀ, ୨୦୨୧ ମଧ୍ୟରେ ପାଇବାକୁ ଥିବା ନିଜ ଦରମାର ୩୦ ପ୍ରତିଶତ ସେ ଦାନ କରିଥିବାର ଜଣାପଡିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.