ରାଜ୍ୟ

ୟୁକ୍ରେନରୁ ଓଡ଼ିଆଙ୍କୁ ଫେରାଇ ଆଣିବା ପାଇଁ ୪ ଜଣ ସ୍ୱତନ୍ତ୍ର ପ୍ରତିନିଧିଙ୍କୁ ଦାୟିତ୍ବ ଦେଲେ ରାଜ୍ୟ ସରକାର

କେନ୍ୟୁଜ୍(ବ୍ୟୁରୋ):  ଯୁଦ୍ଧ ପରେ ୟୁକ୍ରେନରେ ଫସିରହିଛନ୍ତି ବହୁ ଓଡ଼ିଆ । ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଚାଲିଛି । ଓଡ଼ିଆଙ୍କୁ ଫେରାଇ ଆଣିବା ପାଇଁ ୪ ଜଣ ସ୍ୱତନ୍ତ୍ର ପ୍ରତିନିଧିଙ୍କୁ ମନୋନୀତ କରିଛନ୍ତି ରାଜ୍ୟ ସରକାର । କିଟ୍‌ ଓ କିସ୍‌ ଭାଇସ୍‌ ପ୍ରେସିଡେଣ୍ଟ ବିକ୍ରମାଦିତ୍ୟଙ୍କୁ ପୋଲାଣ୍ଡ ସହ ସାମଗ୍ରିକ ସମନ୍ଵୟ ଦାୟିତ୍ୱ ଦିଆଯାଇଛି ।

ଜାତିସଂଘରେ ଶରଣାର୍ଥୀଙ୍କ ପାଇଁ ହାଇକମିଶନର ଅଫିସର ସିନିଅର ଅଫିସର ଆରୁଷି ରଏଙ୍କୁ ହଙ୍ଗେରୀ ଦାୟିତ୍ୱ ଦେଇଛନ୍ତି ସରକାର । ସେହିପରି ରୋମରେ ଜାତିସଂଘ ପଲିସି ଅଫିସର ବୈଶାଳୀ ମହାନ୍ତିଙ୍କୁ ରୋମାନିଆ ଓ ହଙ୍ଗେରୀରେ କନସଲଟାଣ୍ଟ ଅନୁରାଗ ପଟ୍ଟନାୟକଙ୍କୁ ସ୍ଲୋଭାକିଆ ପାଇଁ ମନୋନୀତ କରାଯାଇଛି । ବିଭିନ୍ନ ଦେଶରେ ଫସିଥିବା ଓଡ଼ିଆଙ୍କୁ ସୁରକ୍ଷିତ ଉଦ୍ଧାର କରିବା ଦିଗରେ ସେମାନେ ରେସିଡେଣ୍ଟ କମିଶନରଙ୍କ ସହ ସମନ୍ଵୟ ରଖିବେ ।

KNews Bureau

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

7 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

19 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

29 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

32 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago