ସୂର୍ଯ୍ୟୋପରାଗ ପାଇଁ ଅକ୍ଟୋବର ୨୫ରେ ସରକାରୀ ଛୁଟି ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍): ସୂର୍ଯ୍ୟୋପରାଗ ପାଇଁ ଆସନ୍ତା  ଅକ୍ଟୋବର ୨୫ରେ ସରକାରୀ ଛୁଟି ଘୋଷଣା। ମଙ୍ଗଳବାର ଦିନ ସୂର୍ଯ୍ୟୋପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି ।

ତଦନୁଯାୟୀ ଅକ୍ଟୋବର ୨୫ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ, କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ,ରାଜସ୍ବ ବିଭାଗୀୟ କୋର୍ଟ, ବ୍ୟାଙ୍କ ଆଦି ବନ୍ଦ ରହିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.