Categories: ରାଜ୍ୟ

ଏଣିକି ସରକାରୀ ନିୟନ୍ତ୍ରଣରେ ରହିବନି ପୁରୀ ଗୋବର୍ଧନ ପୀଠ, ପରିଚାଳନାଗତ ଅଧିକାର ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ଉପରେ ନ୍ୟାସ୍ତ ରହିବ

ପୁରୀ(କେନ୍ୟୁଜ୍) : ଏଣିକି ସରକାରୀ ନିୟନ୍ତ୍ରଣରେ ରହିବନି ପୁରୀ ଗୋବର୍ଧନ ପୀଠ । ପୀଠର ପରିଚାଳନାଗତ ଅଧିକାର ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ଉପରେ ନ୍ୟାସ୍ତ ରହିବ । ଓଡ଼ିଶା ହିନ୍ଦୁ ଦେବୋତ୍ତର ଅଧିନିୟମ ଅନୁଯାୟୀ ଏହା ଆଉ ପରିଚାଳିତ ହେବ ନାହିଁ । ସରକାରୀ ନିୟନ୍ତ୍ରଣରେ ଆଉ ମଠ ରହିବ ନାହିଁ । ଗୋବର୍ଧନ ପୀଠ ସଂପର୍କରେ ଏହି ବଡ ନିଷ୍ପତ୍ତି ରାଜ୍ୟ କ୍ୟାବିନେଟରେ ମୋହର ଲାଗିିଛି । ରାଜ୍ୟରେ ହିନ୍ଦୁ ଧାର୍ମିକ ଅନୁଷ୍ଠାନ ମଧ୍ୟରେ ପୁରୀ ଗୋବର୍ଧନ ପୀଠ ଓ ଶ୍ରୀ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ଅଗ୍ରଣୀ ଭୂମିକା ରହିଛି ।

ପୁରୀ ଗୋବର୍ଧନ ମଠ ସମେତ ବିଭିନ୍ନ କ୍ଷେତ୍ରରୁ ଆସିଥିବା ଅନୁରୋଧ ତଥା ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦ କ୍ରମେ ଓଡ଼ିଶା ସରକାର ହିନ୍ଦ ଦେବୋତ୍ତର ଅଧିନିୟମ ୧୯୫୧ରେ ସଂଶୋଧନ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି । ଏହି ଅଧିନିମୟ ପରିସରରୁ ଗୋବର୍ଧନ ପୀଠକୁ ବାଦ ଦିଆଯାଇଛି । ଫଳରେ ଏହି ମଠର ପରିଚାଳନାତ ଅଧିକାର ଦେବୋତ୍ତର ବିଭାଗ ପାଖରେ ଆଉ ରହିବ ନାହିଁ । ଖୋଦ ଶଙ୍କରାଚାର୍ଯ୍ୟଙ୍କ ଉପରେ ନ୍ୟାସ୍ତ ରହିବ ।

KNews Bureau

Recent Posts

କୁଏତରୁ ଭାରତକୁ ଆସୁଛି ୪୫ ଜଣଙ୍କ ମୃତଦେହ, ମୃତକଙ୍କ ମଧ୍ୟରେ ଅଛନ୍ତି ୨ ଓଡ଼ିଆ

ନୂଆଦିଲ୍ଲୀ ; କୁଏତ ଅଗ୍ନିକାଣ୍ଡରେ ମୃତ୍ୟୁ ଘଟିଥିବା ୪୫ ଭାରତୀୟଙ୍କ ମୃତଦେହ ଭାରତକୁ ଅଣାଯାଉଛି  ।  ଏଥିରେ ଦୁଇଜଣ ଓଡ଼ିଆ…

1 min ago

ଅଧା ରହିଗଲା ରଜ ମଉଜ: ଅଟୋ ବାଇକ ମୁହାଁମୁହିଁ ଧକ୍କାରେ ଝିଆରୀ ମୃତ ଦାଦା ଆହତ

ଯାଜପୁର (କେନ୍ୟୁଜ); ପହିଲି ରଜରେ ଅଘଟଣ ।  ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ନେଉଳପୁର ଛକ ନିକଟରେ ଅଟୋ…

14 mins ago

ରଜ ଖଳାରେ ଜମୁଛି ରଜ ଦୋଳି, ମହ ମହ ବାସୁଛି ପୋଡ଼ ପିଠା

ସାଲେପୁର(କେନ୍ୟୁଜ): କୁଆଁରୀଙ୍କ ପର୍ବ ହେଉଛି ରଜ ପର୍ବ । ଓଡ଼ିଶାର ଏହି ଗଣ ପର୍ବ ରଜ ପାଇଁ ଉତ୍ସବ ମୁଖର…

15 mins ago

ଦୋକାନ ଭିତରେ ମାଡିଗଲା ଟ୍ରକ: ଜଣେ ମୃତ, ୨ ଗୁରୁତର

ଆସିକା (କେନ୍ୟୁଜ): ଦୋକାନ ଭିତରେ ମାଡିଗଲା ଟ୍ରକ ।  ଜଣେ ମୃତ, ୨ ଗୁରୁତର ।  ଗୁରୁତରଙ୍କୁ ଆସିକା ଉପଖଣ୍ଡ…

36 mins ago

ରଣେନ୍ଦ୍ର ପ୍ରତାପ ସ୍ୱାଇଁ ହେବେ କାମଚଳା ବାଚସ୍ପତି, ଆଜି ରାଜଭବନରେ ନେବେ ଶପଥ

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୨୦ ତାରିଖରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ । ୧୯ ତାରିଖରେ ବାଚସ୍ପତି ପଦ ପାଇଁ…

1 hour ago

ଆଜିର ପେଟ୍ରୋଲ ଦର ଅପଡେଟ, ଗାଡ଼ିରେ ତେଲ ପକାଇବା ପୂର୍ବରୁ ଏଠାରେ ଚେକ କରିନିଅନ୍ତୁ

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

1 hour ago