ନିର୍ବାଚନ ପାଇଁ ସରକାର ପ୍ରସ୍ତୁତ: ଗେଜେଟ୍‌ ବିଜ୍ଞପ୍ତି ମାଧ୍ୟମରେ ଜଣାଇଲେ ରାଜ୍ୟ ସରକାର

କେନ୍ୟୁଜ୍(ବ୍ୟୁରୋ):  ପଞ୍ଚାୟତ ନିର୍ବାଚନ ପାଇଁ ଆଉ ପାଦେ ଆଗକୁ ବଢ଼ିଲେ ରାଜ୍ୟ ସରକାର । ନିର୍ବାଚନ ପାଇଁ ସରକାର ପ୍ରସ୍ତୁତ ବୋଲି ଗେଜେଟ୍‌ ବିଜ୍ଞପ୍ତି ମାଧ୍ୟମରେ ଜଣାଇଛନ୍ତି । ଓ୍ଵାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲା ପରିଷଦ ପାଇଁ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୧୦ ତାରିଖରେ ସର୍ବଦଳୀୟ ବୈଠକ ବସୁଛି ।

gazette notifictaion

ଏହି ବୈଠକ ପରେ ରାଜ୍ୟ ନିର୍ବାଚନ କମିଶନ ଯେକୌଣସି ମୁହୂର୍ତ୍ତରେ ତାରିଖ ଘୋଷଣା କରିପାରନ୍ତି । ଗତକାଲି ରାଜ୍ୟ ନିର୍ବାଚନ କମିଶନ ରାଜ୍ୟ ସରକାରଙ୍କ ସହ କୋଭିଡ ସ୍ଥିତି ଏବଂ ଟିକାକରଣ ସମ୍ପର୍କରେ ଆଲୋଚନା କରିଥିଲେ ।

 

 

Leave A Reply

Your email address will not be published.