IPS ଅରୁଣ ବୋଥ୍ରାଙ୍କୁ ପଦୋନ୍ନତି, ଅତିରିକ୍ତ ଡିଜି ପାହ୍ୟାକୁ ପଦୋନ୍ନତି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଆଇପିଏସ ଅଫିସର ଅରୁଣ ବୋଥ୍ରାଙ୍କୁ ମିଳିଛି ପଦୋନ୍ନତି। ରାଜ୍ୟ ସରକାର ଅରୁଣ ବୋଥ୍ରାଙ୍କୁ ଅତିରିକ୍ତ ଡିଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ଆଇପିଏସ ଅଫିସର ସଞ୍ଜୟ କୁମାର ସିଂହ ଓ କେନ୍ଦ୍ରୀୟ ଡେପୁଟେସନରେ ଥିବା ସୁନିତା କକ୍‌ରନଙ୍କୁ ମଧ୍ୟ ଅତିରିକ୍ତ ଡିଜି ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରକାଶ ଯେ ଅରୁଣ ବୋଥ୍ରା ଏବେ ବହୁ ଚର୍ଚ୍ଚିତ ପରୀ ମାମଲାର ତଦନ୍ତ କରୁଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.