Below header

ରାଜ୍ୟରେ ନିୟମିତ ହେବେ ଠିକା ଶିକ୍ଷକ, ପ୍ରକାଶ ପାଇଲା ବିଜ୍ଞପ୍ତି

ରାଜ୍ୟରେ ନିୟମିତ ହେବେ ଠିକା ଶିକ୍ଷକ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ନିୟମିତ ହେବେ ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକ । ଏହାଦ୍ୱାରା ଉପକୃତ ହେବେ ୧୮ ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ।

ଭୁବନେଶ୍ୱର(କେନ୍ୟୁଜ୍‌) : ରାଜ୍ୟରେ ନିୟମିତ ହେବେ ଠିକା ଶିକ୍ଷକ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ନିୟମିତ ହେବେ ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକ । ଏହାଦ୍ୱାରା ଉପକୃତ ହେବେ ୧୮ ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ। ଇନିସିଆଲ ଆପଏଣ୍ଟିରେ ଓଡ଼ିଶା ଗ୍ରୁପ ବିରେ ନିଯୁକ୍ତି ପାଇଥିବା ଶିକ୍ଷକଙ୍କୁ ଓଡ଼ିଶା ଗ୍ରୁପ ବି, ସି ଓ ଡି ପୋଷ୍ଟରେ ନିୟମିତ କରାଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.