ସୁନ୍ଦରଗଡ଼: କିଛି ଦିନତଳେ ନିଲମ୍ବିତ ହୋଇଥିବା ସୁନ୍ଦରଗଡ଼ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ପଙ୍କଜ ପଟେଲଙ୍କୁ ସରକାର ପୁନଃଅବସ୍ଥାପିତ କରିଥିବା ଜଣାଯାଇଛି। ଗତକାଲି ରାଜ୍ୟ ସରକାର ଡାକ୍ତର ପଙ୍କଜ ପଟେଲଙ୍କୁ ପୁଣି ଚାକିରିରେ ଅବସ୍ଥାପିତ କରିଥିବାର ଆଦେଶ ଦେଇଛନ୍ତି। ତେବେ ତାଙ୍କୁ ଏଥର ପୁଣି ସୁନ୍ଦରଗଡ଼ରେ ଅବସ୍ଥାପିତ କରାଯାଇନାହିଁ। ଡାକ୍ତର ପଙ୍କଜ ପଟେଲଙ୍କୁ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ବଦଳି କରାଯାଇଥିବା ଜଣାଯାଇଛି। ସେ ସେଠାରେ ମେଡିସିନ ବିଭାଗର ସିନିଅର କନସଲ୍ଟାଣ୍ଟଭାବେ ଅବସ୍ଥାପିତ ହେବେ ବୋଲି ଜଣାଯାଇଛି। ସୂଚନାଯୋଗ୍ୟ, ଗତ ୧୩ ତାରିଖରେ ଫାଇଭ୍ ଟି ସଚିବ ଭି.କେ ପାଣ୍ଡିଆନ୍ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ବୁଲି ଦେଖିବା ପରେ ସୁନ୍ଦରଗଡ଼ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ପଙ୍କଜ ପଟେଲଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଥିଲେ।
ଅନେକ ଲୋକ ଏପରି ଅଛନ୍ତି ଯେଉଁମାନଙ୍କ ଟାଇଫିଂ ସ୍ପିଡ୍ ବହୁତ ଅଧିକ ରହିଥାଏ । ଆପଣ ବି କେବେ ନା…
ମୟୂରଭଞ୍ଜ : ନାବାଳିକା ସହ ଦୁଷ୍କର୍ମ ପରେ ମାରିଦେବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଥାନାରେ ଅଟକ । ଘଟଣା…
ଭୁବନେଶ୍ୱର : ଷଷ୍ଠ ଥର ନବୀନ ସରକାର । ଓଡ଼ିଶା ଗଣମାଧ୍ୟମ ସକାଳ ଓ ପ୍ରଗତିବାଦୀର ସର୍ଭେରେ ବିଜେଡିକୁ ସ୍ପଷ୍ଟ…
ଗତ ମାସରେ ଭାରତରେ Realme GT 6T ଲଞ୍ଚ କରାଯାଇଥିଲା । ରିୟଲମି ଚଳିତ ମାସରେ ଜିଟି ସିରିଜର ଆଉ…
ସୁନ୍ଦରଗଡ(କେନ୍ୟୁଜ୍): ଭାରତ ସ୍ୱାଧୀନତାକୁ ବିତି ସାରିଲାଣି ୭୪ବର୍ଷ । ଏହି ୭୪ ବର୍ଷରେ ଆସିଛନ୍ତି ଅନେକ ସରକାର । କରିଛନ୍ତି…
ପ୍ୟାରିସରୁ ମୁମ୍ବାଇ ଆସୁଥିବା ଭିସ୍ତାରା ବିମାନରେ ବୋମା ଆତଙ୍କ । ଏହି ଖବର ପ୍ରସାରିତ ହେବା ପରେ ଆତଙ୍କ ସୃଷ୍ଟି…