ଭୁବନେଶ୍ବର(କେନ୍ଯୁଜ୍): ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଚୂଡ଼ାନ୍ତ ସଂରକ୍ଷଣ ତାଲିକା । ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ୧୫ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ମହିଳାଙ୍କ ପାଇଁ ସଂରକ୍ଷିତ ।
୭ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅନୁସୂଚିତ ଜନଜାତି ପାଇଁ ସଂରକ୍ଷିତ । ଅନୁସୂଚିତ ଜାତି ପାଇଁ ୫ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ସଂରକ୍ଷିତ । ୧୦ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅଣ ସଂରକ୍ଷିତ ରହିଛି।
ଭୁବନେଶ୍ୱର (କେନ୍ୟୁଜ) : ଲୋକଙ୍କ ସମସ୍ୟା କଥା ବୁଝିବାକୁ ପହଁଚିଲେ ସାଧାରଣ ଜନତାଙ୍କ ପାଖରେ, ପହଁଚିଲେ ଭୁବନେଶ୍ୱର ସାଂସଦ ଅପରାଜିତା…
ପନିପରିବା ମଧ୍ୟରେ ଭେଣ୍ଡିକୁ ଖାଇବା ପାଇଁ ଲୋକମାନେ ବହୁତ ପସନ୍ଦ କରନ୍ତି । କିନ୍ତୁ ଭେଣ୍ଡି ଖାଇବାର ସ୍ୱାସ୍ଥ୍ୟ ଉପକାରିତା…
ଭାରତରେ ଗତ କିଛିଦିନ ହେଲାଣି ଲଗାତାର ଆତଙ୍କବାଦୀ ଆକ୍ରମଣ ଘଟଣା ସାମ୍ନାକୁ ଆସୁଛି । ଗତ କିଛିଦିନରେ ଆତଙ୍କୀ ଭାରତର…
ଗାଁ ଠୁ ସହର ସମସ୍ତେ ବଡ଼ ଉତ୍ସାହର ସହ ପାଳୁଛନ୍ତି ରଜ । ପାନ ପିଠାରେ ମହକୁଛି ସାରା ସହର…
ଭୁବନେଶ୍ୱର : ୫ ଦିନ କାଳବୈଶାଖୀ । ଆଗାମୀ ୫ ଦିନ ପାଇଁ ରାଜ୍ୟରେ ବର୍ଷା ସହିତ ଘଡ଼ଘଡି ସମ୍ଭାବନା…
ଏୟାରଟେଲ ହେଉଛି ଦେଶର ଦ୍ୱିତୀୟ ବୃହତ୍ତମ ଟେଲିକମ କମ୍ପାନୀ । ଯେତେବେଳେ ଟେଲିକମ୍ ସେକ୍ଟରରେ ଶକ୍ତିଶାଳୀ ନେଟୱାର୍କ ଏବଂ ଡାଟା…