Below header

ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ, କହିଲେ ବିଶ୍ୱରେ ବିପର୍ଯ୍ୟୟ ମୁକାବିଲାରେ ଓଡ଼ିଶା ଏକ ଉଦାହରଣ

ଭୁବନେଶ୍ବର(କେନ୍ୟୁଜ୍): ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନରେ ଓଡିଶା ଏକ ମାଇଲଖୁଣ୍ଟ । ବିଶ୍ୱରେ ବିପର୍ଯ୍ୟୟ ମୁକାବିଲାରେ ଓଡ଼ିଶା ଏକ ଉଦାହରଣ । ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସରେ ଉଦ୍‌ବୋଧନ ଦେଇ ଏଭଳି ମନ୍ତବ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୃଢ଼ ସଙ୍କଳ୍ପ ଓ ଏକତା ପାଇଁ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନ । ବାତ୍ୟା ନିରୋଧୀ ଗୃହ ଯୋଗାଣ ପାଇଁ ପଦକ୍ଷେପ ନିଆଯାଇଥିବା ନବୀନ ସୂଚନା ଦେଇଛନ୍ତି । ସେପଟେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ୩ ଲକ୍ଷ ବାତ୍ୟା ନିରୋଧୀ ପକ୍କା ଘର ନିର୍ମାଣ ହେବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.