ଡେଣ୍ଟାଲ ସର୍ଜନ ନିଯୁକ୍ତି ମାମଲା, ଓଡିଶା ଲୋକସେବା ଆୟୋଗ ଉପରେ ବର୍ଷିଲେ ହାଇକୋର୍ଟ

ଭୁବନେଶ୍ୱର : ହାଇକୋର୍ଟରେ ଡେଣ୍ଟାଲ ସର୍ଜନ ନିଯୁକ୍ତି ମାମଲା । ଓଡିଶା ଲୋକସେବା ଆୟୋଗ ଉପରେ ବର୍ଷିଲେ ହାଇକୋର୍ଟ। ଓପିଏସସି ଅଧ୍ୟକ୍ଷ ବ୍ୟକ୍ତିଗତ ଭାବେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଟରେ ଡେଣ୍ଟାଲ ସର୍ଜନ ନିଯୁକ୍ତିରେ ଅନିୟମିତତା ନେଇ ହୋଇଛି ଅଭିଯୋଗ । ଡେଣ୍ଟାଲ ସର୍ଜନ ମେରିଟ ଲିଷ୍ଟ ମଗାଇଥିଲେ ହାଇକୋର୍ଟ । ତାହା ଦେବାରେ ସକ୍ଷମ ହୋଇ ନଥିଲା ଓପିଏସସି । ଭୀଷଣ ବିରକ୍ତ ପ୍ରକାଶ କରିଛନ୍ତି ମୁଖ୍ୟ ବିଚାରପତି। ମେରିଟ ଲିଷ୍ଟ ସହିତ ଓପିଏସସି ଅଧ୍ୟକ୍ଷ ବ୍ୟକ୍ତିଗତ ହାଜର ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ସୋମବାର ବ୍ୟକ୍ତିଗତ ଭାବେ ହାଜର ହେବାକୁ କୁହାଯାଇଛି ।

You might also like