ରାଜ୍ୟ

ଫେବୃଆରୀ ୧୫ ରୁ ସ୍ୱାଭାବିକ ହେବ କୋର୍ଟ କାର୍ଯ୍ୟ,୧୪ ତାରିଖ ପର୍ଯ୍ୟନ୍ତ ଭ୍ରଚୁଆଲ ମୋଡ଼ରେ ହାଇକୋର୍ଟ କାର୍ଯ୍ୟ ଚାଲିବ

କେନ୍ୟୁଜ୍(ବ୍ୟୁରୋ): ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଫେବୃଆରୀ ୧୫ ରୁ ସ୍ୱାଭାବିକ ହେବ କୋର୍ଟ କାର୍ଯ୍ୟ । ୧୪ ତାରିଖ ପର୍ଯ୍ୟନ୍ତ ଭ୍ରଚୁଆଲ ମୋଡ଼ରେ ହାଇକୋର୍ଟ କାର୍ଯ୍ୟ ଚାଲିବ । ୧୫ରୁ ହାଇକୋର୍ଟ ଯାଇ ଆଇନଜୀବୀ କାର୍ଯ୍ୟ କରିପାରିବେ । ସିଧାସଳଖ କୋର୍ଟ କାର୍ଯ୍ୟ ପାଇଁ ଏସଓପି ଜାରି ହେବ । ଏସଓପିକୁ ମାନି କୋର୍ଟରେ ଆଇନଜୀବୀ ଉପସ୍ଥିତ ହେବେ ।

ଓକିଲମାନେ ସନ୍ଧ୍ୟାରେ ଭଚ୍ୟୁଆଲରେ ରହିବେ କି କୋର୍ଟରେ ଉପସ୍ଥିତ ରହିବେ ତାହା ପୂର୍ବଦିନ ଜଣାଇବେ । ହାଇକୋର୍ଟଙ୍କ ଏଭଳି ନିଷ୍ପତି ଫୁଲକୋର୍ଟରେ ନିଆଯାଇଛି । ନିମ୍ନ ଅଦାଲତ ଓ ଟ୍ରିବୁନାଲରେ ମଧ୍ୟ ଏହି ବ୍ୟବସ୍ଥା ଲାଗୁ ହେବ ।

KNews Bureau

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

11 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

44 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

46 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

53 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 hour ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

1 hour ago