କଟକ(କେନ୍ୟୁଜ୍): ପ୍ରକାଶ ପାଇଲା ଓଡ଼ିଶା ଜୁଡିସିଆଲ ସର୍ଭିସ- OJS ୨୦୨୧ ପରୀକ୍ଷା ଫଳ । ୫୦ଜଣ ପରୀକ୍ଷାର୍ଥୀ ସିଭିଲ୍ ଜଜ୍ ପାଇଁ ମନୋନୀତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୮ଜଣ ମହିଳା ଅଛନ୍ତି । ମେଧାତାଲିକାର ପ୍ରଥମ ସ୍ଥାନରେ ରହି ଆଦ୍ୟାଶା ମିଶ୍ର ଟପ୍ପର ହୋଇଛନ୍ତି। ପ୍ରଥମ ତିନିଟି ସ୍ଥାନରେ ମହିଳା ରହିଛନ୍ତି। ଦ୍ୱିତୀୟ ସ୍ଥାନରେ ଚେତନା ପଟ୍ଟନାୟକ ଓ ତୃତୀୟ ସ୍ଥାନରେ ଏ. ଗୀତାଞ୍ଜଳି ନାଇଡୁ ରହିଛନ୍ତି। ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଏହି ପରୀକ୍ଷା ଆୟୋଜିତ ହୋଇଥିଲା। କୃତୀ ୫୦ଜଣ ପରୀକ୍ଷାର୍ଥୀଙ୍କ ନାଁକୁ ନିଯୁକ୍ତି ପାଇଁ ସୁପାରିଶ୍ କରିଛି ଓପିଏସସି।.
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…