ରାଜ୍ୟ

ଜାତୀୟ ସ୍ତରରେ ଓଡ଼ିଶା ହାସଲ କଲା ଷ୍ଟାର୍ଟଅପ୍‌ ଲିଡର ସ୍ୱୀକୃତି, ରାଜ୍ୟରେ ଷ୍ଟାର୍ଟଅପ ସଂଖ୍ୟା ୭୭୪କୁ ବୃଦ୍ଧି

କେନ୍ୟୁଜ ବ୍ୟୁରୋ : ଜାତୀୟ ସ୍ତରରେ ଓଡ଼ିଶା ହାସଲ କରିଛି, ଷ୍ଟାର୍ଟଅପ୍‌ ଲିଡର ସ୍ୱୀକୃତି। ୨୦୧୯ ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା କରାଯାଇଥିବା ଷ୍ଟାର୍ଟଅପ୍‌ ର‍୍ୟାକିଂରେ ଓଡ଼ିଶା ଏହି ସ୍ଥାନ ପାଇଛି। ବର୍ତ୍ତମାନ ରାଜ୍ୟରେ ଷ୍ଟାର୍ଟଅପ ସଂଖ୍ୟା ୭୭୪କୁ ବୃଦ୍ଧି ପାଇଛି। ଏଥିରେ ୬ ହଜାର ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି। ରାଜ୍ୟରେ ଷ୍ଟାର୍ଟଅପ୍‌ ଅଗ୍ରଗତିର ସମୀକ୍ଷା କରିଥିଲେ ମୁଖ୍ୟ ଶାସନ ସଚିବ।

ସମୀକ୍ଷା ପରେ, ଲକ୍ଷ୍ୟଭିତ୍ତିକ ସହଭାଗିତା ଏବଂ ସାହାୟତ୍ମକ ନିୟାମକ ମାଧ୍ୟମରେ ରାଜ୍ୟର ଷ୍ଟାର୍ଟଅପ୍‌ ଇକୋ ସିଷ୍ଟମକୁ ଅଧିକ କ୍ରିୟାଶିଳ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟଶାସନ ସଚିବ। ଅଧିକ ୪ଟି ଷ୍ଟାର୍ଟଅପ ଉଦ୍ୟୋଗ ଏବଂ ୪ଟି ଇନ୍‌କ୍ୟୁବେଟରଙ୍କୁ ଆର୍ଥିକ ସହାୟତା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି। ଏହି ସଂସ୍ଥାଗୁଡିକ ପ୍ରାୟ ୨ କୋଟି ୮୮ ଲକ୍ଷ ଟଙ୍କାର ବିଭିନ୍ନ ସାହାଯ୍ୟ ପାଇବେ। ଏହାସହ ଭୁବନେଶ୍ୱର ସ୍ଥିତି ସେଣ୍ଟ୍ରାଲ ଟୁଲ୍‌ ରୁମ ଆଣ୍ଡ ଟ୍ରେନିଂ ସେଣ୍ଟର ଓ ଜୀବନ ବିଜ୍ଞାନ ପ୍ରତିଷ୍ଠାନକୁ ଷ୍ଟାର୍ଟଅପ୍‌ ନୋଡାଲ ସଂସ୍ଥାଭାବେ ତାଲିକା ଭୁକ୍ତ ପାଇଁ ଅନୁମୋଦନ କରିଛନ୍ତି ମୁଖ୍ୟ ଶାସନ ସଚିବ।

KNews Bureau

Recent Posts

ଆସନ୍ତାକାଲିଠାରୁ ପୁଣି ବଢ଼ିବ ତାତି, ତତଲା କଡ଼େଇରେ ଭାଜି ହେବେ ଓଡ଼ିଶାବାସୀ

ଭୁବନେଶ୍ୱର(କେନ୍ୟୁଜ୍‌): ରାଜ୍ୟରେ କାଳବୈଶାଖୀ ବର୍ଷା ପ୍ରଭାବରେ କମିଛି ତାତି । ଫଳରେ ଆସନ୍ତା ୨୪ ଘଣ୍ଟା ଯାଏ ନାହିଁ ଗ୍ରୀଷ୍ମ…

2 mins ago

ଲୋକଙ୍କୁ ଉଷୁକାଇ କରୁଥିଲା ଦଙ୍ଗା, ପୋଲିସ ହାତରେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ

ସୋରଡ଼ା(କେନ୍ୟୁଜ୍‌): ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ ଗିରଫ। ଅମ୍ବିକା ଦାସକୁ ଗିରଫ କଲା ସୋରଡ଼ା ପୋଲିସ । ଗଞ୍ଜାମ ଜିଲ୍ଲା…

34 mins ago

ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ବାଇକ ଚାଳକ ମୃତ

ବାଙ୍ଗିରିପୋଷି(କେନ୍ୟୁଜ୍‌): ଦ୍ୱାରାଶୁଣି ଘାଟିରେ ପୁଣିଥରେ ଦୁର୍ଘଟଣା । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ୱାରାଶୁଣି ଘାଟିରେ ଅଜଣା ଗାଡି ଧକ୍କାରେ ବାଇକ…

53 mins ago

ଗଠନ ହେବ ନୂଆ ବିଧାନସଭା, ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(କେନ୍ୟୁଜ୍‌): ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ । ରାଜ୍ୟପାଳ ରଘୁବର ଦାଶ ୧୬ତମ ଓଡ଼ିଶା ବିଧାନସଭା ଭଙ୍ଗ ପାଇଁ…

1 hour ago

ୟୁରିକ୍ ଏସିଡ୍‌କୁ ନିୟନ୍ତ୍ରଣ କରିବ କଖାରୁ, ହାର୍ଟ ପାଇଁ ମଧ୍ୟ ହୋଇଥାଏ ଲାଭଦାୟକ

ଆଜିର ଖରାପ ଲାଇଫ୍‌ ଷ୍ଟାଇଲ୍‌ ଏବଂ ଖାଇବା ଅଭ୍ୟାସ ହେତୁ ଲୋକଙ୍କ ମଧ୍ୟରେ ୟୁରିକ୍ ଏସିଡ୍ ସମସ୍ୟା ଦ୍ରୁତ ଗତିରେ…

1 hour ago

କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ନ୍ୟାସ ନେଲେ କେଦାର ଯାଦବ, ଫ୍ୟାନ୍ସଙ୍କୁ ଜଣାଇଲେ ଧନ୍ୟବାଦ

ଟି୨୦ ବିଶ୍ୱକପ ଚାଲିଥିବା ବେଳେ ଭାରତର ପ୍ରଥମ ମ୍ୟାଚ୍‌ ଜୁନ୍‌ ୫ ତାରିଖରେ ଖେଳାଯିବ । ଏହି ମ୍ୟାଚକୁ ଫ୍ୟାନ୍ସ…

1 hour ago