Below header

କଂଗ୍ରେସରେ ମିଶିଲେ ଓଡ଼ିଆ ସଙ୍ଗୀତକାର ଗୁଡ଼ଲି ରଥ ଏବଂ ପମି ମିଶ୍ର

ଭୁବନେଶ୍ୱର (କେନ୍ୟୁଜ): କଂଗ୍ରେସରେ ମିଶିଲେ ବିଶିଷ୍ଟ ଓଡ଼ିଆ ସଙ୍ଗୀତକାର ଗୁଡ଼ଲି ରଥ ଏବଂ ଗାୟିକା ପମି ମିଶ୍ର । ରାଜ୍ୟ ପ୍ରଭାରୀ ଏ. ଚେଲ୍ଲା କୁମାର ଓ ପିସିସି ସଭାପତିଙ୍କ ଉପସ୍ଥିତିରେ କଂଗ୍ରେସରେ ଯୋଗ ଦେଲେ। ମୋ ବାପା ମଧ୍ୟ କଂଗ୍ରେସ ବିଧାୟକ ଥିଲେ । ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରାରୁ ଅନୁପ୍ରାଣିତ ହୋଇ ମୁଁ କଂଗ୍ରେସ ହାତ ଧରିଲି ବୋଲି ଗୁଡ଼ଲି ରଥ ପ୍ରତିକ୍ରିୟା ରଖିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.