Below header

ଗାଡ଼ିରେ ପ୍ରେସ୍ ଲେଖି ବୁଲୁଥିବା ବ୍ୟକ୍ତିଙ୍କୁ ଯାଞ୍ଚ କରିବ ପୋଲିସ୍: ସିପି

କଟକ/ଭୁବନେଶ୍ୱର(କେନ୍ଯୁଜ୍): ଗଣମାଧ୍ୟମକୁ ଢାଲ କରି ବହୁ ବ୍ୟକ୍ତି କଟକ ଭୁବନେଶ୍ୱରରେ ଅପରାଧିକ କାର୍ଯ୍ୟକଳାପରେ ଲିପ୍ତ ରହୁଥିବା କଥା ସାମ୍ନାକୁ ଆସିଛି। ଏଭଳି ବ୍ୟକ୍ତିଙ୍କ ଉପରେ କଡ଼ା ନଜର ରଖିଛି ପୋଲିସ।

ଗାଡ଼ିରେ ପ୍ରେସ ଲେଖି ବୁଲୁଥିବା ବ୍ୟକ୍ତିଙ୍କୁ ଯାଞ୍ଚ କରିବ ପୋଲିସ। ଏଥିପାଇଁ ଗଣମାଧ୍ୟମର ସହଯୋଗ ଲୋଡିଲେ ପୋଲିସ କମିଶନର।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.