Below header

ଅକ୍ସିଜେନ ଯୋଗାଣ କ୍ଷେତ୍ରରେ ଦିଲ୍ଲୀକୁ ଓଡ଼ିଶା ସମ୍ପୂର୍ଣ୍ଣ ସହଯୋଗ କରିବ, କେଜ୍ରିୱାଲଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀରେ କୋଭିଡ ସ୍ଥିତି ନେଇ ଆଲୋଚନା କରିଛନ୍ତି ।

ଅକ୍ସିଜେନ ଯୋଗାଣ କ୍ଷେତ୍ରରେ ଦିଲ୍ଲୀକୁ ଓଡ଼ିଶା ସମ୍ପୂର୍ଣ୍ଣ ସହଯୋଗ କରିବ ବୋଲି ନବୀନ ପ୍ରତିଶ୍ରୁତି ଦେଇଛନ୍ତି । ଓଡ଼ିଶାରୁ ଦିଲ୍ଲୀର ଅକ୍ସିକେନ କୋଟା ପଠାଇବାରେ ପୂର୍ଣ୍ଣ ସହଯୋଗ କରାଯିବ । ଏଥିପାଇଁ ଜଣେ ଅଫିସରଙ୍କୁ ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାର ସହଯୋଗ ପାଇଁ ନବୀନଙ୍କୁ କେଜ୍ରିଓ୍ଵାଲ କୃତଜ୍ଞତା ଜଣାଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.