ଆଜି ରାଜ୍ୟରୁ ୪୭୭ ଟି ପଜିଟିଭ କେଶ, ୧୮ ବର୍ଷ ଭିତରେ ଅଛନ୍ତି ୭୪ ଜଣ

ଭୁବନେଶ୍ୱର(କେ ନ୍ୟୁଜ):  ଆଜି ରାଜ୍ୟରୁ ୪୭୭ ଟି ପଜିଟିଭ କେଶ । ଏହା ମଧ୍ୟରୁ ୧୮ ବର୍ଷ ବୟସ ମଧ୍ୟରେ ୭୪ ଜଣ ଥିବା ବେଳେ କ୍ଵାରେଣ୍ଟୀନରୁ ୨୭୮ଙ୍କ ରିପୋର୍ଟ ପଜିଟିଭ ଆସିଛି । ଯେବେକି ୧୯୯ ଜଣ ଲୋକାଲ କଣ୍ଟକଟରୁ ସଂକ୍ରମିତ ହୋଇଥିବା ନେଇ ଜଣାଯାଇଛି । ଯେବେକି ଗତ ୨୪ ଘଣ୍ଟା ଭିତରେ ୫୫୯ ଜଣ ସୁସ୍ଥ ହୋଇଥିବା ନେଇ ରିପୋର୍ଟ ଜାରି ହୋଇଛି । ବର୍ତ୍ତମାନ ସମୟରେ ରାଜ୍ୟରେ ୫୫୫୬ଟି ଆକ୍ଟିଭ କେଶ ଥିବା ନେଇ ରେକର୍ଡ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.