Below header

ଆଜି ରାଜ୍ୟରୁ ସୁସ୍ଥ ହେଲେ ୧୦ ହଜାର ୨୪୨, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର(କେ ନ୍ୟୁଜ): ଆଜି ଓଡିଶାରୁ ୧୦ ହଜାର ୨୪୨ ଜଣ କରୋନା ଆକ୍ରନ୍ତ ସୁସ୍ଥ ହୋଇଥିବା ଜଣାଯାଇଛି । ଯାହାକୁ ମିଶାଇ ମୋଟ ସଂଖ୍ୟା ୫ ଲକ୍ଷ ୩୬ ହଜାର ୫୯୫କୁ ବୃଦ୍ଧିପାଇଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୪୧୮ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୯୪୩ ଜଣ ଥିବା ଜଣାଯାଇଛି । ଯେବେକି ୮୮୭ ସଂଖ୍ୟା ସହ ତୃତୀୟ ସ୍ଥାନରେ ଅଛି କଟକ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.