ରାଜ୍ୟ

ରାଜ୍ୟରେ ବଢୁଛି କରୋନା ଗ୍ରାଫ୍ : ଗତ ୨୪ ଘଣ୍ଟାରେ ଆଉ ୧୦ହଜାର ୨୭୩ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୩ହଜାର ୪୯୬ ନୂଆ କେସ୍‌

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ୨୪ ଘଣ୍ଟାରେ ଆଉ ୧୦ହଜାର ୨୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତକାଲି ସଂକ୍ରମିତ ହୋଇଥିଲେ ୧୦ ହଜାର ୫୯ । ଖୋର୍ଦ୍ଧାରୁ ସର୍ବାଧିକ ୩ହଜାର ୪୯୬ ନୂଆ କେସ୍‌ ରହିଛି । ସେଥି ମଧ୍ୟରୁ ସଙ୍ଗରୋଧରୁ ୫୯୬୨ ଏବଂ ସ୍ଥାନୀୟ ଅଞ୍ଚଳରୁ ୪୩୧୧ ଜଣ । ଉଦବେଗଜନକ କଥା ହେଉଛି, ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସ୍କ ୧୦୬୫ ଜଣଙ୍କ ନମୂନା ପଜିଟିଭ ଚିହ୍ନଟ ହୋଇଛି ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୪ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ପ୍ରାଣହାନି ଘଟିଛି । ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୭୬କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼ରୁ ୧ହଜାର ୪୯, କଟକରୁ ୮୪୪, ସମ୍ବଲପୁରରୁ ୫୨୯ ଓ ବାଲେଶ୍ୱରରୁ ୪୫୭ ନୂଆ ଆକ୍ରାନ୍ତ ରହିଛନ୍ତି। ୫୦୦ ଉପରେ ରହିଛି ୪ ଜିଲ୍ଲା। ରାଜ୍ୟରେ ଆକ୍‌ଟିଭ୍‌ କେସ୍‌ ୫୦ହଜାର ଟପି ୫୩ହଜାର ୧୭୧ ରହିଛି।

Barsha

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

3 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

11 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

27 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

60 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago