ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧ ହଜାର ୯୬ ପଜିଟିଭ୍ ଚିହ୍ନଟ । ଆଜି ପଜିଟିଭିଟି ରେଟ୍ ରହିଛି ୧.୬୪ ପ୍ରତିଶତ । ଯାହାକି ଗତକାଲି ଥିଲା ୧.୭୪ ପ୍ରତିଶତ । ୨୪ ଘଣ୍ଟାରେ ୬୬ ହଜାର ୭୭୦ ଟେଷ୍ଟିଂ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୩୮୯ ସଂକ୍ରମିତ ହୋଇଛନ୍ତି ।
କଟକରୁ ୯୨, ବାଲେଶ୍ୱରରୁ ୭୭,ଯାଜପୁରରୁ ୬୮ ଓ ଜଗତସିଂହପୁରରୁ ୫୮ ରହିଛି କରୋନା କେସ୍ । ରାଜ୍ୟରେ ୧୩ ହଜାର ତଳକୁ ଖସିଛି ଆକ୍ଟିଭ୍ କେସ୍ । ଏବେ ଆକ୍ଟିଭ୍ କେସ୍ ରହିଛି ୧୨ ହଜାର ୪୮୦ ।
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…
କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…
ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…
ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…
ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…