ରାଜ୍ୟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୮ କରୋନା ପଜିଟିଭ୍‌ ଚିହ୍ନଟ, ୪ମୃତ

ଭୁବନେଶ୍ବର(କେନ୍ଯୁଜ୍) : ରାଜ୍ୟରେ ୧ ପ୍ରତିଶତ ତଳେ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୪୨୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜି ପଜିଟିଭ୍‌ ହାର ରହିଛି ୦.୮୯ପ୍ରତିଶତ । ଆଉ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଚିନ୍ତା ବଢାଉଛନ୍ତି ୦ରୁ ୧୮ ବର୍ଷ ବର୍ଗୀୟ । ୪୨୮ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୫୫ ଜଣ ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୭୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେବଳ ଖୋର୍ଦ୍ଧା ଜିଲ୍ଲାକୁ ବାଦ୍‌ ଦେଇ ଅନ୍ୟ ସବୁ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ୪୮ ହଜାର ୮୬ କୋଭିଡ୍‌ ଟେଷ୍ଟିଂ ହୋଇଛି। ରାଜ୍ୟରେ ଏବେ ଆକ୍ଟିଭ୍‌ କେସ୍‌ ରହିଛି ୬ ହଜାର ୨୯୦ ।

Sonalisa

Recent Posts

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

6 mins ago

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷାକର୍ମୀ

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

44 mins ago

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

2 hours ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

2 hours ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

2 hours ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

2 hours ago