ଆଉ ୫ ମୁଣ୍ଡ ନେଲା ମହାମାରୀ କରୋନା, ୧୮୨୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଗତ ୨୪ ଘଣ୍ଟାରେ ଆଉ ୫ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି। ଏମାନଙ୍କ ମଧ୍ୟରୁ ୫ ମୁଣ୍ଡ ନେଲା ମହାମାରୀ କରୋନା। ଏମାନଙ୍କ ଭିତରୁ ବାଲେଶ୍ୱରରୁ ଜଣେ, ଜଗତସିଂହପୁରରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସୁନ୍ଦରଗଢରୁ ୨ ଜଣ ମୃତ୍ୟୁବରଣ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୮୨୫ କୁ ବୃଦ୍ଧି ପାଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.