ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୬୫ କରୋନା ଆକ୍ରାନ୍ତ ଚିହ୍ନଟ, ୦ରୁ୧୮ ବର୍ଷ ଭିତରେ ୬୩ ଜଣ

ଭୁବନେଶ୍ବର(କେନ୍ଯୁଜ୍) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୬୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ସେମାନଙ୍କ ମଧ୍ୟରୁ ୬୩ ଜଣ ଆକ୍ରାନ୍ତଙ୍କ ବୟସ ୦ରୁ୧୮ ବର୍ଷ ଭିତରେ । ଏମାନଙ୍କ ମଧ୍ଯରେ କ୍ବାରାଣ୍ଟାଇନରୁ ୩୨୮ ଜଣ ଚିହ୍ନଟ ହୋଇଥିବାବେଳେ ୨୩୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି ।

ଅନ୍ଯପଟେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦,୨୫,୮୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୨୨,୧୧୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୫୧୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.