ରାଜ୍ୟ

ଆଜି ରାଜ୍ଯରେ ୧୯୨୭ ପଜିଟିଭ ଚିହ୍ନଟ, ସର୍ବାଧିକ ୬୯ ଆକ୍ରାନ୍ତ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ପୁଣି ୨ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧ ହଜାର ୯୨୭ ପଜିଟିଭ୍‌ ଚିହ୍ନଟ । ଆଉ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭିଟି ରେଟ୍‌ ରହିଛି ୨.୬୭ ପ୍ରତିଶତ । ଯାହାକି ଗତକାଲି ଥିଲା ୨.୯୫ ପ୍ରତିଶତ ।

୨୪ ଘଣ୍ଟାରେ ୭୨ ହଜାର ୬୧ ଟେଷ୍ଟିଂ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୪୯୮ ସଂକ୍ରମିତ ହୋଇଛନ୍ତି । କଟକରୁ ୨୪୮, ଯାଜପୁରରୁ ୧୨୩, ବାଲେଶ୍ୱରରୁ ୧୧୧ ଓ ପୁରୀରୁ ୧୦୩ ରହିଛି କରୋନା କେସ୍‌ । ରାଜ୍ୟରେ ୨୦ ହଜାର ତଳକୁ ଖସିଛି ଆକ୍ଟିଭ୍‌ କେସ୍‌ । ଏବେ ଆକ୍ଟିଭ୍‌ କେସ୍‌ ରହିଛି ୧୯ ହଜାର ୬୮୫ । ୨୫ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ।

 

Swagatika

Recent Posts

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

53 seconds ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

4 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

24 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

1 hour ago

ବାଲେଶ୍ଵରରେ କୋହଳ ହେଲା କର୍ଫ୍ୟୁ କଟକଣା, ଇଣ୍ଟରନେଟ୍ ସେବା ଉପଲବ୍ଧ

ବାଲେଶ୍ୱର : ବାଲେଶ୍ଵରରେ ସ୍ଵାଭାବିକ ହେଉଛି ସ୍ଥିତି । ଆଜିଠୁ ଆହୁରି କୋହଳ ହୋଇଛି କଟକଣା । ଟାଉନ୍ ଥାନା…

1 hour ago

ସାଇବର ଠକେଇର ଶିକାର ହେଲେ ଉଚ୍ଚ ଶିକ୍ଷିତା ମହିଳା ଅଧିକାରୀ, ହରାଇଲେ ୩ ଲକ୍ଷ ୩୯ହଜାର

ଭୁବନେଶ୍ୱର: ଅନେକ ସମୟରେ ଜନସାଧାରଣ ସାଇବର ଠକେଇର ଶିକାର ହେଉଥିବା ନଜର ଆସିଛି । ଚୋର ଠାରୁ ପୋଲିସ ଯେତେ ଚାଲାକ୍‌…

2 hours ago