ରାଜ୍ୟ

ରାଜ୍ୟରେ ଆଉ ୬୯୫ କରୋନା ପଜିଟିଭ୍‌ ଚିହ୍ନଟ, ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୮୩ ଜଣ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଆଉ ୬୯୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜି ପଜିଟିଭ୍‌ ହାର ରହିଛି ୧.୦୬ ପ୍ରତିଶତ । ୬୯୫ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୮୩ ଜଣ ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୨୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେବଳ ଖୋର୍ଦ୍ଧା ଜିଲ୍ଲାକୁ ବାଦ୍‌ ଦେଇ ଅନ୍ୟ ସବୁ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ୬୫ ହଜାର ୫୧୨ କୋଭିଡ୍‌ ଟେଷ୍ଟିଂ ହୋଇଛି। ରାଜ୍ୟରେ ଏବେ ଆକ୍ଟିଭ୍‌ କେସ୍‌ ରହିଛି ୫ ହଜାର ୮୭୬ । ଅନ୍ଯପଟେ ରାଜ୍ଯରେ ଗତ ୨୪ ଘଣ୍ଟା ଭିତରେ ୬ଜଣଙ୍କ ଜୀବନ ନେଲା କରୋନା।

Sonalisa

Recent Posts

କେରଳ ନୁହେଁ ଏବେ ‘କେରଳମ୍‌’…ବଦଳିପାରେ ରାଜ୍ୟର ନାଁ, ବିଧାନସଭାରେ ପାରିତ ହେଲା ପ୍ରସ୍ତାବ

ଭାରତର ଦକ୍ଷିଣ ରାଜ୍ୟ କେରଳର ନାଁ ବହୁତ ଜଲ୍‌ଦି ବଦଳିପାରେ । କେରଳ ବିଧାନସଭା ସୋମବାର ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ…

7 mins ago

ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…

9 mins ago

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

13 mins ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ ରାଜ୍ୟ…

14 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

19 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

28 mins ago