ରାଜ୍ୟ

ଆୟ ବର୍ହିଭୁତ ସମ୍ପତ୍ତି ମାମଲା ରୁଜୁରେ ଓଡିଶା ଭିଜିଲାନ୍ସ ଏକ ନମ୍ବର

ଆୟ ବର୍ହିଭୁତ ସମ୍ପତ୍ତି ମାମଲା ରୁଜୁରେ ଓଡିଶା ଭିଜିଲାନ୍ସ ଏକ ନମ୍ବର। ୨୦୨୨ ମସିହାରେ ଦେଶରେ ସର୍ବାଗ୍ରେ ରହିଛି ଓଡିଶା। ଏନସିଆରବି ତଥ୍ୟ ଅନୁଯାୟୀ ଓଡ଼ିଶାରେ ସର୍ବାଧିକ ମାମଲା ରୁଜ୍ଜୁ ହୋଇଛି। ସାରା ଦେଶରେ ୨୦୨୨ ମସିହାରେ ୩୭୨ଟି ଡିଏ ( ଆୟ ବର୍ହିଭୁତ ସମ୍ପତ୍ତି ଠୁଳ) ମାମଲା ହୋଇଛି। ଓଡିଶାରେ ରୁଜ୍ଜୁ ହୋଇଛି ୮୫ ଟି ଡିଏ କେସ। କର୍ଣ୍ଣାଟକରେ ୫୬ ଡିଏ କେସ ହୋଇ ଦ୍ଵିତୀୟ ସ୍ଥାନରେ ରହିଛି। ବିହାରରେ ୪୮ ଟି ଡିଏ କେସ ହୋଇ ତୃତୀୟ ସ୍ଥାନରେ ରହିଛି।

Niharanjan

Recent Posts

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 min ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

1 min ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

19 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

19 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

23 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

46 mins ago