ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର(କେ ନ୍ୟୁଜ): ଆଜି ରାଜ୍ୟରେ ୨୫ ଜଣଙ୍କ ଜୀବନ ନେଲା କରୋନା । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜିର ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ଭୁବନେଶ୍ୱରରୁ ୩ ଜଣ, ବାଲେଶ୍ୱରରୁ ଜଣେ, କଟକରୁ ଜଣେ, ଢେଙ୍କାନାଳରୁ ଜଣେ, ଗଂଜାମରୁ ଦୁଇ ଜଣ, କଲାହାଣ୍ଡିରୁ ୩ ଜଣ, ଖୋର୍ଦ୍ଧାରୁ ଜଣେ, କେଉଁଝରରୁ ଜଣେ, ପୁରୀରୁ ଜଣେ, ରାୟଗଡାରୁ ଦୁଇ ଜଣ, ସୁନ୍ଦରଗଡରୁ ଦୁଇ ଜଣ ଲେଖାଏଁ ଅଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.