ଆଜି ରାଜ୍ୟରୁ ୪୦ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି, ୧୫୭୬ ଛୁଇଁଲା ମୃତ୍ୟୁ ସଂଖ୍ୟା

 ଭୁବନେଶ୍ୱର(କେ ନ୍ୟୁଜ): ଆଜି ରାଜ୍ୟରୁ ୪୦ ଜଣ ମୃତ୍ୟୁ ହୋଇଛି | ଯାହାକୁ ମିଶାଇ ରାଜ୍ୟରେ ଏଯାବତ ୧୫୭୬ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଜଣାଯାଇଛି | ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ |

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.