ଓଡ଼ିଶାରେ ପୁଣି ବଢିଲା କରୋନା ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୦୮ ଆକ୍ରାନ୍ତ

ଓଡ଼ିଶାରେ ପୁଣି ବଢିଲା କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୦୮ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା ୨୦୪ । ଏହି ସମୟରେ ମୋଟ୍‌ ୫ହଜାର ୯୩୧ କୋଭିଡ୍‌ ଟେଷ୍ଟ ହୋଇଛି ।

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରେ ପୁଣି ବଢିଲା କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୦୮ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା ୨୦୪ । ଏହି ସମୟରେ ମୋଟ୍‌ ୫ହଜାର ୯୩୧ କୋଭିଡ୍‌ ଟେଷ୍ଟ ହୋଇଛି ।

ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ୍‌ । ମୃତ ୭୦ ବର୍ଷୀୟ ବୃଦ୍ଧ ସୁବର୍ଣ୍ଣପୁରର ହୋଇଥିବା ସୂଚନା । ବୃଦ୍ଧ ଜଣକ ଅନ୍ୟ ରୋଗରେ ପୀଡିତ ଥିଲେ । ସୁସ୍ଥ ହୋଇଛନ୍ତି ୯୭ ଆକ୍ରାନ୍ତ । ଏବେ ରାଜ୍ୟରେ ଆକ୍ଟିଭ୍‌ କେସ୍‌ ସଂଖ୍ୟା ୧୫ଶହ ୫କୁ ବୃଦ୍ଧି ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.