ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ: ପୁଣି ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର(କେନ୍ଯୁଜ୍): ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର । ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର। ଇଞ୍ଜିନିୟର, CDPO, ଅଙ୍ଗନବାଡ଼ି ସୁପରଭାଇଜରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ । ପୋଲିସ ଇନ୍ସପେକ୍ଟର, ରେଭିନ୍ୟୁ ସୁପରଭାଇଜରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ। ଏ ପର୍ଯ୍ୟନ୍ତ ୧୪୬ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.