ରାଜ୍ୟସ୍ତରୀୟ ୱିଣ୍ଡୋ କ୍ଲିୟରାନ୍‌ସ ଅଥରିଟି ଦ୍ୱାରା ୮ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ

ରାଜ୍ୟସ୍ତରୀୟ ୱିଣ୍ଡୋ କ୍ଲିୟରାନ୍‌ସ ଅଥରିଟି ଦ୍ୱାରା ୮ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ। ଓଡ଼ିଶା ସରକାରଙ୍କ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍‌ସ ଅଥରିଟିର ୧୨୦ତମ ବୈଠକରେ ୮ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ ମିଳିଛି।

ରାଜ୍ୟସ୍ତରୀୟ ୱିଣ୍ଡୋ କ୍ଲିୟରାନ୍‌ସ ଅଥରିଟି ଦ୍ୱାରା ୮ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ। ଓଡ଼ିଶା ସରକାରଙ୍କ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍‌ସ ଅଥରିଟିର ୧୨୦ତମ ବୈଠକରେ ୮ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ ମିଳିଛି।

୧୨୫୦ କୋଟି ଟଙ୍କା ବିନିଯୋଗରେ ପ୍ରକଳ୍ପ ଦ୍ୱାରା ୩୬୪୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହା ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ସହ ଯଥେଷ୍ଟ ପୁଞ୍ଜିନିବେଶକୁ ଆକୃଷ୍ଟ କରିବା ପାଇଁ ରାଜ୍ୟର ପ୍ରତିବଦ୍ଧତାକୁ ସୁଦୃଢ କରିବ ବୋଲି ଆଶା କରାଯାଉଛି।

ଏହି ପ୍ରକଳ୍ପଗୁଡିକର ସଫଳ ଅନୁମୋଦନ ଦ୍ୱାରା ଚଳିତ ଆର୍ଥିକ ବର୍ଷରେ ପୁଞ୍ଜିନିବେଶକୁ ଆକୃଷ୍ଟ କରିବାରେ ରାଜ୍ୟମାନଙ୍କ ମଧ୍ୟରେ ଦେଶର ଦ୍ୱିତୀୟ ସର୍ବାଧିକ ଚାହିଦାପୂର୍ଣ୍ଣ ନିବେଶ ସ୍ଥଳ ଭାବରେ ନିଜର ପ୍ରତିଷ୍ଠା ରଖିବା ନେଇ ରାଜ୍ୟ ସରକାରଙ୍କ ସଂକଳ୍ପକୁ ସୂଚାଉଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.