ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ଉ

ଭୁବନେଶ୍ବର ପିଏଚ୍‌ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍‌ କରାଯାଇଛି। ପିଏଚ୍‌ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ ବିଶ୍ବବନ୍ଧୁ ପାଣିଗ୍ରାହୀଙ୍କ ଏକକାଳୀନ ୬ଟି ସ୍ଥାନରେ ଚଢ଼ଉ କରାଯାଇଛି।

ଭୁବନେଶ୍ବର (କେନ୍ୟୁଜ): ଭୁବନେଶ୍ବର ପିଏଚ୍‌ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍‌ କରାଯାଇଛି। ପିଏଚ୍‌ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ ବିଶ୍ବବନ୍ଧୁ ପାଣିଗ୍ରାହୀଙ୍କ ଏକକାଳୀନ ୬ଟି ସ୍ଥାନରେ ଚଢ଼ଉ କରାଯାଇଛି। ଭୁବନେଶ୍ୱରର ଅଫିସ ସମେତ ୪ଟି ସ୍ଥାନରେ ଚଢ଼ଉ ହୋଇଛି। VSS ନଗରରେ ୨ଟି ଓ ରୁଦ୍ରପୁରରେ ଥିବା ଘର, ଭଦ୍ରକ ମଠସାହି ଓ ପୈତୃକ ଗାଁ ତୋରଣ ପଡ଼ାରେ ବି ଭିଜିଲାନ୍ସ ପକ୍ଷରୁ ଚଢ଼ଉ ଜାରି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.