ଟ୍ୱିନ ସିଟିରେ ଘନ କୁହୁଡି, ଗାଡି ଚଳାଚଳରେ ଦେଖାଯାଉଛି ସମସ୍ୟା

ରାଜଧାନୀ ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି। ଭୋରରୁ ଘନ କୁହୁଡ଼ି ଯୋଗୁ ରାସ୍ତା ଠିକଭାବେ ଦେଖାଯାଉନାହିଁ । ଏଥିଯୋଗୁ ଯାନବାହାନ ଚଳାଚଳ ବାଧାପ୍ରାପ୍ତ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଦୁଇଦିନ ଘନ କୁହୁଡ଼ିର ସମ୍ଭାବନା ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀ ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ଭୋରରୁ ଘନ କୁହୁଡ଼ି ଯୋଗୁ ରାସ୍ତା ଠିକଭାବେ ଦେଖାଯାଉନାହିଁ । ଏଥିଯୋଗୁ ଯାନବାହାନ ଚଳାଚଳ ବାଧାପ୍ରାପ୍ତ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଦୁଇଦିନ ଘନ କୁହୁଡ଼ିର ସମ୍ଭାବନା ରହିଛି । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଦୁଇ ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ । ଆସନ୍ତା ୬ ଓ ୭ ତାରିଖରେ କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ

 

 

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.