Categories: ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ଆହ୍ଵାନ, ଦୁଇବର୍ଷ ମଧ୍ୟରେ ସଂପୂର୍ଣ୍ଣ ପଲିଥିନମୁକ୍ତ ହେବ ଓଡ଼ିଶା

ଭୁବନେଶ୍ବର: ଦୁଇବର୍ଷ ମଧ୍ୟରେ ସଂପୂର୍ଣ୍ଣ ପଲିଥିନ୍ମୁକ୍ତ ହେବ ଓଡ଼ିଶା। ଅକ୍ଟୋବର ୨ରୁ ଏହାକୁ କଡ଼ାକଡ଼ି ଭାବେ ଲାଗୁ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ନିର୍ଦ୍ଦେଶ ଦେଇଛନ୍ତି। ‘ଆମ ମୁଖ୍ୟମନ୍ତ୍ରୀ ଆମ କଥା’ କାର୍ୟ୍ୟକ୍ରମରେ ଅକ୍ଟୋବର ୨ରୁ ସବୁ ମ୍ୟୁନିସିପାଲଟିରେ ଏନେଇ କାର୍ୟ୍ୟ ଆରମ୍ଭ ହେବ। ପ୍ରଥମ ପର୍ୟ୍ୟାୟରେ ପୁରୀ ଓ ୫ଟି ମହାନଗରରେ ଏହା ଲାଗୁ କରାଯିବ। ଏହା ସହ ସମସ୍ତଙ୍କୁ ଗଛ ଲଗାଇବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ଵାନ ଦେଇଛନ୍ତି।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago