କେନ୍ୟୁଜ୍(ବ୍ୟୁରୋ): କରୋନାର ଗୁରୁତର ରୋଗୀଙ୍କ ପାଇଁ ସଂଜୀବନ ସାଜିଛି ପ୍ଲାଜମା। ଏଥିପାଇଁ କରୋନାରୁ ଆରୋଗ୍ୟ ଲାଭ କରିଥିବା ସମସ୍ତ ରୋଗୀଙ୍କୁ ପ୍ଲାଜମା ଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି । ଅନେକ କରୋନାରୁ ଆରୋଗ୍ୟ ହୋଇଥିବା ବ୍ୟକ୍ତି ମଧ୍ୟ ସ୍ୱେଚ୍ଛାକୃତ ଭାବେ ପ୍ଲାଜମା ଦେବାକୁ ଆଗେଇ ଆସୁଛନ୍ତି।
ତେବେ ଏହି କ୍ରମରେ ଆଜି ଓଡିଶାର ପ୍ରଥମ ମହିଳା ଭବେ ଏସସିବି ମେଡିକାଲର ଜଣେ ଛାତ୍ରୀ ପ୍ଲାଜମା ଦାନ କରିଛନ୍ତି। କେବଳ ସେତିକି ନୁହେଁ ଏହି ମହିଳା ରାଜ୍ୟର ପ୍ରଥମ କୋଭିଡ ଯୋଦ୍ଧା ଭାବେ ମଧ୍ୟ ପ୍ରଥମ। କରୋନାରୁ ଆରେଗ୍ୟ ହେବା ପରେ ସେ ଆଜି ପ୍ଲାଜମା ଦାନ କରିଛନ୍ତି। ଏହି ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ।
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…
ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…
କଟକ(କେନ୍ୟୁଜ୍): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…
ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍ ଆଦି ବାହାରିବା ନେଇ ସୋସିଆଲ…