Below header

ଗ୍ୟାଙ୍ଗଷ୍ଟର ହାଇଦରକୁ ଏନ୍‌କାଉଣ୍ଟର ଘଟଣା, ନିଜ ଆଡୁ ମାମଲା ରୁଜୁ କଲେ OHRC

ଭୁବନେଶ୍ବର(କେନ୍ଯୁଜ୍): ଗ୍ୟାଙ୍ଗଷ୍ଟର ହାଇଦରକୁ ଏନ୍‌କାଉଣ୍ଟର ଘଟଣା । ନିଜ ଆଡୁ ମାମଲା ରୁଜୁ କଲେ OHRC। ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ଡିଜିପିଙ୍କୁ ରିପୋର୍ଟ ତଲବ । ଜେଲ ଡିଜି ଓ ପୋଲିସ କମିଶନରଙ୍କୁ ବି ରିପୋର୍ଟ ତଲବ।

୪ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ । ସେପ୍ଟେମ୍ବର ୬ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.