କରଞ୍ଜିଆ: ହୋଟେଲ ଭିତରକୁ ପଶିଗଲା ଟ୍ୟାଙ୍କର। ଅଲ୍ପକେ ବର୍ତ୍ତିଲେ ହୋଟେଲ କର୍ମଚାରୀ। ୪୯ ନମ୍ବର ଜାତୀୟ ରାଜପଥ ପଦ୍ମପୁରଠାରେ ଥିବା କନକ ରେସିଡେନ୍ସିରେ ପଶିଗଲା ରିଲାଏନ୍ସ ତେଲ ଟ୍ୟାଙ୍କର।
ଗାଡିଟି ଯାଉଥିବାବେଳେ ଭାରସାମ୍ୟ ହରାଇ ହୋଟେଲ ଭିତରକୁ ପଶିଯାଇଥିଲା। ତେବେ ଏନେଇ ଖବର ପାଇ ଯଶୀପୁର ପୋଲିସ ଘଟଣାସ୍ଥଳରେ ପହଁଚି, ଡ୍ରାଇଭରକୁ ଅଟକ ରଖିବା ସହିତ ତଦନ୍ତ କରୁଛି।
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…