ମେ’ ୬ରୁ ଓଜେଇ ପରୀକ୍ଷା, ମାର୍ଚ୍ଚ ୧୫ ଯାଏ ରେଜିଷ୍ଟ୍ରେସନ

ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା । ମେ’ ମାସରେ ଅନୁଷ୍ଠିତ ହେବ ଓଜେଇଇ ପରୀକ୍ଷା। ମେ’ ୬ରୁ ୧୦ ପର୍ଯ୍ୟନ୍ତ ହେବ ଏହି ପରୀକ୍ଷା ହେବ।

ଭୁବନେଶ୍ୱର (କେନ୍ୟୁଜ):  ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା । ମେ’ ମାସରେ ଅନୁଷ୍ଠିତ ହେବ ଓଜେଇଇ ପରୀକ୍ଷା। ମେ’ ୬ରୁ ୧୦ ପର୍ଯ୍ୟନ୍ତ ହେବ ଏହି ପରୀକ୍ଷା ହେବ। ରାଜ୍ୟ ଭିତରେ ୩୦ ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ପରୀକ୍ଷା ହେବ । ଏଥିପାଇଁ ଆଜି ଠାରୁ (୨୫ ଜାନୁଆରୀ) ରେଜିଷ୍ଟ୍ରେସନ ଆରମ୍ଭ ହୋଇ ମାର୍ଚ୍ଚ ୧୫ ଯାଏଁ ଚାଲିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.