Below header

ଆଜିଠୁ ଓଜେଇଇ ପରୀକ୍ଷା

ଆଜିଠୁ ଓଜେଇଇ ପରୀକ୍ଷା । ୩ଟି ପର୍ଯ୍ୟାୟରେ ହେବ ପରୀକ୍ଷା । ଆସନ୍ତା ୧୦ ତାରିଖ ଯାଏ ପରୀକ୍ଷା ଚାଲିବ । ପ୍ରଥମ ପର୍ଯ୍ୟାୟ ପରୀକ୍ଷା ୮ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ଚାଲିବ। ୨ୟ ପର୍ଯ୍ୟାୟ ପରୀକ୍ଷା ଦିନ ୧୨ଟା ୩୦ରୁ ୨ଟା ୩୦ ଯାଏ ଓ ୩ୟ ପର୍ଯ୍ୟାୟ ପରୀକ୍ଷା ୪ଟା ୩୦ରୁ ୬ଟା ୩୦ ପର୍ଯ୍ୟନ୍ତ ଚାଲିବ ।

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ଓଜେଇଇ ପରୀକ୍ଷା । ୩ଟି ପର୍ଯ୍ୟାୟରେ ହେବ ପରୀକ୍ଷା । ଆସନ୍ତା ୧୦ ତାରିଖ ଯାଏ ପରୀକ୍ଷା ଚାଲିବ । ପ୍ରଥମ ପର୍ଯ୍ୟାୟ ପରୀକ୍ଷା ୮ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ଚାଲିବ। ୨ୟ ପର୍ଯ୍ୟାୟ ପରୀକ୍ଷା ଦିନ ୧୨ଟା ୩୦ରୁ ୨ଟା ୩୦ ଯାଏ ଓ ୩ୟ ପର୍ଯ୍ୟାୟ ପରୀକ୍ଷା ୪ଟା ୩୦ରୁ ୬ଟା ୩୦ ପର୍ଯ୍ୟନ୍ତ ଚାଲିବ ।

ସିବିଟି ମୋଡ୍ ରେ ହେବ ପରୀକ୍ଷା । ଚଳିତବର୍ଷ ୬୫ ହଜାର ୭୪୨ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ । ଏଥିପାଇଁ ରାଜ୍ୟରେ ମୋଟ ୫୭ ଟି କେନ୍ଦ୍ର ହୋଇଛି । ରାଜ୍ୟ ବାହାରେ କୋଲକାତା,ପାଟନା ଓ ରାଞ୍ଚିରେ ପରୀକ୍ଷା କେନ୍ଦ୍ର କରାଯାଇଥିବା ଓଜେଇଇ ପକ୍ଷରୁ କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.