ରାଜ୍ୟ

କେନ୍ଦୁଝର ବଡ଼ପାଟଣା ସାହିରେ ଅଭାବନୀୟ ଘଟଣା, ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ

ଘଟଗାଁ: ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା । କେନ୍ଦୁଝର ଜିଲ୍ଲା ପାଟଣା ଥାନା ବଡ଼ପାଟଣା ସାହିରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ବୃଦ୍ଧ ଜଣକ ହେଲେ ବବ୍‌ଲୁ ନାଏକ। ବବ୍‌ଲୁ ଓ ତାଙ୍କ ପତ୍ନୀ ବଡପାଟଣା ସାହିରେ ନିଜ ଝିଆରୀଙ୍କ ଘରେ ରହି କାମଧନ୍ଦା କରୁଥିଲେ। ଗତକାଲି ରାତିରେ ବବ୍‌ଲୁଙ୍କୁ କେହି ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଆଜି ସକାଳେ ପୋଲିସ ଘଟଣାସ୍ଥଳରେ ପହଁଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଜଣଙ୍କୁ ଅଟକ ରଖି ପଚରାଉଚୁରା ଜାରି ରଖିଛି। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

KNews Bureau

Recent Posts

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

41 mins ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

1 hour ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

1 hour ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

4 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

4 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

4 hours ago