Below header

ବାଲେଶ୍ୱର : ବସ୍‌ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ , କ୍ଷତିପୂରଣ ଦାବିରେ ଘଟଣାସ୍ଥଳରେ ଉତ୍ତେଜନା

ବାଲେଶ୍ୱର(କେନ୍ୟୁଜ୍) : ବାଲେଶ୍ୱର ଜିଲ୍ଲା ବାଲିଆପାଳ ଭେଲପୁରା ଛକ ଭଗବତୀ ମନ୍ଦିର ଆଗରେ ସଡ଼କ ଦୁର୍ଘଟଣା । ବସ୍‌ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ସ୍ଥାନୀୟ ଅଞ୍ଚଳର କୁଶ ଗିରି । ସ୍ଥାନୀୟ ଲୋକେ ବସ୍‌ ଡ୍ରାଇଭରକୁ ଅଟକ ରଖିଛନ୍ତି । ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରିଛନ୍ତି । ବାଲିଆପାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.