Categories: ରାଜ୍ୟ

ସୁନ୍ଦରଗଡ଼ : ବୃଦ୍ଧାଙ୍କୁ କଚାଡ଼ି ମାରିଲା ହାତୀ

ସୁନ୍ଦରଗଡ଼(କେନ୍ୟୁଜ୍) : ବୃଦ୍ଧାଙ୍କୁ କଚାଡ଼ି ମାରିଲା ହାତୀ। ସୁନ୍ଦରଗଡ଼ ଜିଲ୍ଲା ବଡଗାଁ ଫରେଷ୍ଟ ରେଞ୍ଜ ଛାମୁଡ଼ା ଗାଁରେ ଏହି ଅଘଟଣ ଘଟିଛି। ମୃତକ ଜଣକ ହେଲେ ଶୁଲ କିଶାନ୍। ସେ ନିଜ ଘର ବାଡ଼ି ଆଡେ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଯାଇଥିଲେ। ହାତୀ ଶୁଲଙ୍କୁ ଟେକି କଚାଡ଼ି ଦେବା ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା।

ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିଲା। ବଡଗାଁ ରେଞ୍ଜର ବିଜୟ କୁମାର ମହାପାତ୍ର ଓ ବନ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଁଞ୍ଚି ବୁଝାସୁଝା କରୁଛନ୍ତି। ଦୀର୍ଘ ଦିନ ଧରି ବଡଗାଁ ଅଂଚଳରେ ହାତୀ ଉପଦ୍ରବ ଦେଖାଦେଇଥିବା ବେଳେ ବନବିଭାଗ ହାତୀ ଘଉଡାଇବା ଉଦ୍ୟମ କରୁନଥିବା ଅଭିଯୋଗ ହୋଇଛି।

KNews Bureau

Recent Posts

ଭୋଟ ଗଣତି କେନ୍ଦ୍ରକୁ ମୋବାଇଲ ବାରଣ

ଭୁବନେଶ୍ୱର(କେନ୍ୟୁଜ୍‌) : ରାତି ପାହିଲେ ଭୋଟ ଗଣତି । ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ ପେଡି । ସକାଳ ୮ଟାରୁ ଆରମ୍ଭ…

31 mins ago

ଶ୍ରୀକ୍ଷେତ୍ର ଭଉଁରୀ ବାଣ ବିସ୍ପୋରଣ ଘଟଣାରେ ୪ ଗିରଫ

ପୁରୀ(କେନ୍ୟୁଜ୍‌) : ପୁରୀ ବାଣ ବିସ୍ଫୋରଣ ଘଟଣାରେ ୪ ଗିରଫ । ଗିରଫ ଅଭିଯୁକ୍ତ ବାଣ ବେପାରୀ ଚାରିଛକର ପ୍ରଶାନ୍ତ…

59 mins ago

ଛତିଶଗଡ଼ରୁ ଯାଉଥିଲେ ଜଗା ପାଖକୁ ଅଧାବାଟରୁ ଡାକିନେଲା ଯମ

ଲାଗିଥିଲା କାଳିଆ ଡୋରି । ଭାବିଥିଲେ ଆଜି ଟିକିଏ ପୁରୀ ଯାଇ କାଳିଆ ଦର୍ଶନ କରିବେ । ଆଉ ଦର୍ଶନ…

1 hour ago

ଭୋଟ ଗଣତି ପରବର୍ତ୍ତୀ ବିଜୟ ଉତ୍ସବ ପାଳନରେ ଲାଗିଲା କଟକଣା, ବାଜିପାରିବନି ଡିଜେ ଓ ଫୁଟିବନି ବାଣ

ପୁରୀ(କେନ୍ୟୁଜ୍‌) : ରାତି ପାହିଲେ ଭୋଟ ଗଣତି ବାହାରିବ ନିର୍ବାଚନ ଫଳ । କିଏ ପିନ୍ଧିବ ବିଜୟ ମୁକୁଟ ସେନେଇ…

2 hours ago

ଆସନ୍ତାକାଲିଠାରୁ ପୁଣି ବଢ଼ିବ ତାତି, ତତଲା କଡ଼େଇରେ ଭାଜି ହେବେ ଓଡ଼ିଶାବାସୀ

ଭୁବନେଶ୍ୱର(କେନ୍ୟୁଜ୍‌): ରାଜ୍ୟରେ କାଳବୈଶାଖୀ ବର୍ଷା ପ୍ରଭାବରେ କମିଛି ତାତି । ଫଳରେ ଆସନ୍ତା ୨୪ ଘଣ୍ଟା ଯାଏ ନାହିଁ ଗ୍ରୀଷ୍ମ…

3 hours ago

ଲୋକଙ୍କୁ ଉଷୁକାଇ କରୁଥିଲା ଦଙ୍ଗା, ପୋଲିସ ହାତରେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ

ସୋରଡ଼ା(କେନ୍ୟୁଜ୍‌): ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ ଗିରଫ। ଅମ୍ବିକା ଦାସକୁ ଗିରଫ କଲା ସୋରଡ଼ା ପୋଲିସ । ଗଞ୍ଜାମ ଜିଲ୍ଲା…

3 hours ago