ରାଜ୍ୟ

ଢେଙ୍କ‌ାନାଳ ଧଉରାମରା ଗ୍ରାମରେ ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

ଢେଙ୍କାନାଳ: ଢେଙ୍କ‌ାନାଳ ଜିଲ୍ଲା ବେଲଟିକିର ପଞ୍ଚାୟତର ଧଉରାମରା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁସାରେ ବଣସିଂହ ପଂଚାୟତ ମୁଲିଆପୁର ଗ୍ରାମର ଲକ୍ଷ୍ମଣ ମହାନ୍ତି (୭୦)ଗତ କାଲି ଝିଅ ଘର ଧଉରାମରା ଗ୍ରାମକୁ ବୁଲିବାକୁ ଆସିଥିଲେ।

ଆଜି ଭୋରୁ ସେ ଘର ନିକଟସ୍ଥ ଏକ ସ୍ଥାନକୁ ଶୌଚ ହେବାକୁ ଯାଇଥିବା ବେଳେ ଏକ ହାତୀ ହାବୁଡ଼ରେ ପଡି ଯାଇଥିଲେ। ହାତୀଟି ତାଙ୍କୁ ଦଳି ଦେଇଥିଲା। ଫଳରେ ତାଙ୍କର ସେଠାରେ ମୃତ୍ୟୁ ହୋଇ ଯାଇଥିଲା। ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Sonalisa

Recent Posts

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

5 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

13 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

16 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

23 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

49 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

58 mins ago