ବଲାଙ୍ଗିର: ଖପ୍ରାଖୋଲ ହନୁପାଲି ଗାଁରେ ଘରେ ଶୋଇଥିବା ବେଳେ ବୃଦ୍ଧାଙ୍କୁ ଦଳିଦେଲା ହାତୀ

ବଲାଙ୍ଗିର : ବୃଦ୍ଧାଙ୍କୁ ଦଳିଦେଲା ହାତୀ । ବିଳମ୍ବିତ ରାତିରେ ବୃଦ୍ଧା ଜଣକ ଘରେ ଶୋଇଥିବା ବେଳେ ହାତୀ ଦଳି ଦେବାରୁ ତାଙ୍କର ମୃତ୍ୟୁ ହୋଇଛି । ମୃତ ବୃଦ୍ଧା ହେଲେ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଳକ୍‌ ହନୁପାଲି ଗାଁର ବେଲମତି ବରିହା । ଘଟଣାସ୍ଥଳରେ ବନ ବିଭାଗର କର୍ମଚାରୀ ଓ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.